ଆଜି ସକାଳ ୬ଟା ୧୦ରେ ଓଡ଼ିଶାର କେତେକ ସ୍ଥାନରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ବିଶେଷ କରି ରାଜଧାନୀ ଭୁବନେଶ୍ବର, ପୁରୀ, ପାରାଦୀପ, ବାରିପଦା ଓ ବାଲେଶ୍ବରରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତିବ୍ରତା ରହିଛି ୫.୧ ମ୍ୟାଗନେଚ୍ୟୁଟ୍ ।
ଆଜି ସକାଳ ୬ଟା ୧୦ରେ ଓଡ଼ିଶାର କେତେକ ସ୍ଥାନରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ବିଶେଷ କରି ରାଜଧାନୀ ଭୁବନେଶ୍ବର, ପୁରୀ, ପାରାଦୀପ, ବାରିପଦା, ସମ୍ବଲପୁର, ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ବାଲେଶ୍ବରରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତିବ୍ରତା ରହିଛି ୫.୧ ମ୍ୟାଗନେଚ୍ୟୁଟ୍ । ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି ବଙ୍ଗୋପସାଗର ।
ଭାରତ ସମେତ ବାଂଲାଦେଶର ଅନେକ ସ୍ଥାନରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଓଡ଼ିଶାରେ ମଧ୍ୟ ଝଟକା ଅନୁଭୁତ ହୋଇଛି । ପୁରୀଠାରୁ ଭୂକମ୍ପର କେନ୍ଦ୍ରସ୍ଥଳ ରହିଛି ୨୮୬ କିଲୋମିଟର, ବ୍ରହ୍ମପୁରରୁ ଦୂରତା ରହଛି ୩୯୪ କିଲୋମିଟର । ସେହିପରି ଭୁବନେଶ୍ବରରୁ ଦୂରତା ରହିଛି ୨୯୭ କିଲୋମିଟର ।
ଓଡ଼ିଶାରେ ମୃଦୁ ଭୂମିକମ୍ପ
ଓଡ଼ିଶାରେ ମୃଦୁ ଭୂମିକମ୍ପ